ମଧୁବାବୁ ପେନସନ ଯୋଜନାରେ ଭତ୍ତା ଅପେକ୍ଷାରେ ୬ ଲକ୍ଷ

୬ ଲକ୍ଷ ୩୬ ହଜାର ୮୫୮ ଜଣ ଆବେଦନକାରୀ ଭତ୍ତା ଅପେକ୍ଷାରେ ଅଛନ୍ତି ନେଇ ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ସାମାଜିକ ସୁରକ୍ଷା ମନ୍ତ୍ରୀ ଉତ୍ତର ରଖିଛନ୍ତି।

୮୦ରୁ ଊର୍ଦ୍ଧ ବୟସ୍କ ୩୬୯୨ ଜଣ ଆବେଦନ କରି ଅପେକ୍ଷା କରିଛନ୍ତି ଏବଂ ୮୦%ରୁ ଅଧିକ ଭିନ୍ନକ୍ଷମ ୫୯୮୧ ଜଣ ଆବେଦନ କରି ଭତ୍ତା ଅପେକ୍ଷାରେ ଅଛନ୍ତି। ଗଞ୍ଜାମରେ ସର୍ବାଧିକ ୬୫ ହଜାର ୫୫ ଜଣ ଭତ୍ତା ପାଇଁ ଅପେକ୍ଷା କରିଥିବା ବେଳେ କଟକରେ ସର୍ବାଧିକ ୫୬୫ ଜଣ ଭିନ୍ନକ୍ଷମ ବ୍ୟକ୍ତି ଭତ୍ତା ଅପେକ୍ଷାରେ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes