ନେଇ ବଜେଟ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି।ବାର୍ଦ୍ଧକ୍ୟ କି ବିଧବା ଭତ୍ତା ପାଇଁ କାହାକୁ ଅପେକ୍ଷା କରିବାକୁ ପଡ଼ିବନି।ହିତାଧିକାରୀ ମଲେ ଖାଲି ସ୍ଥାନ ପୂରଣ ନିୟମ ଆଉ ଲାଗୁ ହେବନି, ବାଦ୍ ପଡ଼ିଥିବା ୬ ଲକ୍ଷରୁ ଅଧିକ ଯୋଗ୍ୟଙ୍କୁ ପେନସନ ମିଳିବ। ପୂର୍ବ ସରକାର ଏନେଇ ଅନ୍ୟାୟ କାର୍ଯ୍ୟ କରିଥିଲେ କହିଛନ୍ତି ମୁଖ୍ୟମନ୍ତ୍ରୀ।