ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି

ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏହି ନିଷ୍ପତ୍ତି ନେଇଥିବା ନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଲେ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ।

ଓଡ଼ିଶା ପରିବାର, ଗୃହ ବିଭାଗ ଓ ଶ୍ରମ ନିର୍ଦ୍ଦେଶାଳୟର ଜାରି ହୋଇଛି।ବୈଦେଶିକ ମନ୍ତ୍ରାଳୟ-୮୦୦୪୬୩୪୨, ହ୍ବାଟ୍ସଆପ୍‌-୯୭୧୫୪୩୦୯୦୫୭୧
ଓଡ଼ିଶା ପରିବାର ସ୍ବତନ୍ତ୍ର ଅଧିକାରୀ-୯୫୮୩୩୨୧୯୬୪ଙ୍କୁ ସମ୍ପର୍କ କରିପାରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes