ମଧ୍ୟାହ୍ନ ଭୋଜନ ଖାଇ ଛଅ ଛାତ୍ରଛାତ୍ରୀ ଅସୁସ୍ଥ

ଖୋର୍ଦ୍ଧା ଜିଲ୍ଲାର ବୋଡାଙ୍ଗରପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛଅ ଜଣ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇବା ପରେ ଅସୁସ୍ଥ ହୋଇ ପଡିବାରୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଗ୍ରାମବାସୀ କହିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes