ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ଚିଠି ହୋଇଛି। ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ୍ ୧୫ ମଧ୍ୟରେ ବଦଳି ପ୍ରକିୟା ହେବ।ସଚିବାଳୟ ଓ ନିର୍ଦ୍ଦେଶାଳୟରେ ୩ ବର୍ଷ ରହିପାରିବେନି ଅଫିସର୍ ଏବଂ ବ୍ଲକ୍ କିମ୍ବା ତହସିଲରେ ୬ ବର୍ଷ ରହିପାରିବେନି ଗ୍ରୁପ୍ C ଅଫିସର୍।
ଗୁରୁତ୍ୱପୂର୍ଣ୍ଣ ଦାୟିତ୍ଵରେ ଥିଲେ ନିଜ ଜିଲ୍ଲାକୁ ବଦଳି ହୋଇପାରିବେନି ନେଇ ନିର୍ଦ୍ଦେଶ ଦେଇଛନ୍ତି ସରକାର।