ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ସମୀର ଦାସ ଓ ଶ୍ରୀକାନ୍ତ ସାହୁ

ଆଜି ରାଜ୍ୟ ମନ୍ତ୍ରିମଣ୍ଡଳରୁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଓ ଶ୍ରମ ରାଷ୍ଟ୍ରମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଛନ୍ତି l ଏହା ପୂର୍ବରୁ ବାଚସ୍ପତି ମଧ୍ୟ ଇସ୍ତଫା ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes