ନିଯୁକ୍ତି ଦାବିରେ ଆନ୍ଦୋଳନ ଚଳାଇଥିବା ୟୁଥ୍ ଫର୍ ଆକ୍ସନ କର୍ମୀ ଓ ପୁଲିସ୍ ମନ୍ତ୍ରୀ ପ୍ରତାପ ଦେବଙ୍କ ଘର ଆଗରେ ଧସ୍ତାଧସ୍ତି ହୋଇଛନ୍ତି ।
ବେକାରୀ ସମସ୍ୟା ପ୍ରତିବାଦରେ ୫ ମନ୍ତ୍ରୀଙ୍କ ଘର ଘେରାଉ କାର୍ଯ୍ୟକ୍ରମ ରହିଛି । ପ୍ରଥମେ ମନ୍ତ୍ରୀ ପ୍ରତାପ ଦେବଙ୍କ ଘର ଘେରାଉ କରିଥିଲେ ୟୁଥ୍ ଫର୍ ଆକ୍ସନ କର୍ମୀ।