ମନ୍ତ୍ରୀଙ୍କ ବାସଭବନ ଠାରେ ଅଭିଯୋଗ ଶୁଣାଣି ଶିବିର

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ବାସଭବନ ଠାରେ ଆଜି ମନ୍ତ୍ରୀ ଶ୍ରୀ ମିଶ୍ର ଓ ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ମିଳିତ ଉଦ୍ୟମରେ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା ।

ଏଥିରେ ଲୋକଙ୍କ ଅଭିଯୋଗ ଶୁଣାଯାଇ ତ୍ୱରିତ ସମାଧାନ କରାଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes