ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର

ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ ହୋଇଥିବା ବେଳେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି।

କିଛି ଦିନ ଅବଜରଭେସନ୍‌ରେ ରହିବେ ବୋଲି ଡାକ୍ତର ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes