ଶ୍ରୀନଗରରେ ଆୟୋଜିତ ୱାଟର ସ୍ପୋର୍ଟସରେ ଭାଗ ନେଇଥିବା ରଶ୍ମିତାଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। କିପରି କ୍ରୀଡ଼ା ଜୀବନ ଆରମ୍ଭ କଲେ, କଣ ସଂଘର୍ଷ ଥିଲା ପଚାରି ବୁଝିଲେ। ସଂଘର୍ଷ ସତ୍ତ୍ବେ ଖେଳକୁ ନ ଛାଡ଼ି ଜାରି ରଖିବାକୁ ପରାମର୍ଶ ଦେଲେ ମୋଦି।
ଏହା ସହ ନୌଚାଳନାରେ ଭାଗ ନେଇଥିବା ରଶ୍ମିତାଙ୍କୁ ୨ଟି ସ୍ବର୍ଣ୍ଣ ପଦକ ପାଇଁ ବଧାଇ ଜଣାଇଲେ।