ମନ କି ବାତ କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନଗୁଳ ଜିଲ୍ଲା କଣିହାଁ ବ୍ଳକ ଅନ୍ତର୍ଗତ ଗଦାଶିଳା ଠାରେ ଆଜି ମନ କି ବାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ କାଳନ୍ଦୀ ସାମଲ ଓ ଅନ୍ୟ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version