ମନ କି ବାତ ଶୁଣିଲେ ଉତ୍କଳ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ କାର୍ଯ୍ୟକ୍ରମ ମନ କି ବାତ ଆଜି ରେଡ଼ିଓ ଓ ଟିଭିରେ ପ୍ରସାରିତ ହୋଇଥିଲା l

ଏହାକୁ ଉତ୍କଳ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ସହ ରାଜ୍ୟ ବିଜେପିର ବରିଷ୍ଠ କର୍ମକର୍ତ୍ତା ଏକାଠି ହୋଇ ଶୁଣିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes