ମସିଣାପାଲି ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ସ୍ବାଧୀନତା ଦିବସ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ମସିଣାପାଲି ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଆଜି ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି ।

ଦୁର୍ଜନତୈଲା ସରପଞ୍ଚ ବିଷ୍ଣୁପ୍ରିୟା କୁମ୍ଭାର ପତାକା ଉତ୍ତୋଳନ କରିଥିବା ବେଳେ ସ୍ବାସ୍ଥ୍ୟ ଉପକେନ୍ଦ୍ରର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes