ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଅନ୍ତର୍ଗତ ମହାଦେବପାଲି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଆଜି ଅନୁଷ୍ଟିତ ବ୍ଳକ ସ୍ତରୀୟ ମାଗଣା ସ୍ୱାସ୍ଥ୍ୟ ଶିବିରରେ ୧୦୧୭ଜଣ ରୋଗୀ ଚିକିତ୍ସିତ ହୋଇଥିବା ବେଳେ ୧୪ଜଣ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିବା ବିନିକା ଡାକ୍ତରଖାନା ସୁତ୍ରରୁ ପ୍ରକାଶ ।
Credible Local News of Odisha