ମହାନଦୀ ଜଳ ବିବାଦ: ୩୦ରେ ପରବର୍ତ୍ତୀ ଶୁଣାଣି

ମହାନଦୀ ଜଳ ବିବାଦ ମାମଲା ନେଇ ଟ୍ରିବ୍ୟୁନାଲ୍‌ରେ ଶୁଣାଣି ହୋଇଛି।ଟ୍ରିବ୍ୟୁନାଲଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ମୌସୁମୀ ଓ ଅଣମୌସୁମୀରେ କେତେ ଜଳ ପ୍ରବାହିତ ଅବଗତ କଲେ ଓଡ଼ିଶା, ଛତିଶଗଡ଼। ଆପୋଷ ବୁଝାମଣା ନେଇ ବୈଷୟିକ ସ୍ତରରେ ଆଲୋଚନା କଥା ଜଣାଗଲା। ଓଡ଼ିଶା ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ। ମେ ୩୦ ତାରିଖରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes