ମହାପ୍ରଭୁଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଅପରାଜିତା

ଆଜି ପଦଯାତ୍ରାରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ ।

ସେ ବଡଦାଣ୍ଡରେ ପହଞ୍ଚିଲା ପରେ ମହାପ୍ରଭୁଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes