ନାରୀ ସୁରକ୍ଷା ଜାତୀୟ ରିପୋର୍ଟକୁ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି କେବଳ ଭୁବନେଶ୍ୱର ନୁହେଁ, ମହିଳାଙ୍କ ପାଇଁ ପୂରା ଓଡ଼ିଶା ସୁରକ୍ଷିତ। ହିଳାଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ସବୁବେଳେ ଚେଷ୍ଟିତ, ଅପରାଧୀମାନଙ୍କ ବିରୋଧରେ ତୁରନ୍ତ ଦୃଢ଼ କାର୍ଯ୍ୟନୁଷ୍ଠାନ ହେଉଛି କହିଛନ୍ତି ଆଇନ ମନ୍ତ୍ରୀ।