ମହିଳା ଟ୍ରାଫିକ୍ କନଷ୍ଟେବଲ ନିଖୋଜ

ଭୁବନେଶ୍ବରରେ କାର୍ଯ୍ୟରତ ମହିଳା ଟ୍ରାଫିକ୍ କନଷ୍ଟେବଲ ସୂର୍ଯ୍ୟନଗରରୁ ନିଖୋଜ ହେବା ନେଇ କ୍ୟାପିଟାଲ ଥାନାରେ ଏତଲା ହୋଇଛି।

୬ ତାରିଖରୁ ନିଖୋଜ ହୋଇଥିଲେ ବି ଆଜି ପର୍ଯ୍ୟନ୍ତ ପତ୍ତା ମିଳିନଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes