ମହିଳା ଥାନାରେ ହାଜର ହେଲେ ଓଏଏସ ସାର୍ଥକ ସୌରଭ ମହାପାତ୍ର

ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହେଲେ ଓଏଏସ ସାର୍ଥକ ସୌରଭ ମହାପାତ୍ର।

ସାର୍ଥକ ହସ୍ପିଟାଲରେ ନବଜାତ ପୁଅ ଓ ପତ୍ନୀଙ୍କୁ ଛାଡ଼ି ଚାଲି ଆସିଥିବା ଅଭିଯୋଗ କରିଛନ୍ତି ସ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes