ମହିଳା ମହାବିଦ୍ୟାଳୟର ଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହିଳା ମହାବିଦ୍ୟାଳୟରେ +୨ ନୂତନ ବର୍ଷର ଛାତ୍ରୀମାନଙ୍କୁ ବୁଧବାର ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଆଶୁତୋଷ ହୋତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବୀରମହାରାଜପୁର ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ସ୍ଵୟମ୍ଭୁନାଥ ଖଣ୍ଡଗିରି ମୁଖ୍ୟ ଅତିଥି, ପୂର୍ବତନ ଉଚ୍ଚଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ ରଥ ମୁଖ୍ୟ ବକ୍ତା ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜିତ ରଥ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version