ଗାନ୍ଧି ମାର୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମ୍ବୋଧନ କରି କହିଛନ୍ତି ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡାଯିବ ନାହିଁ। ବ୍ୟକ୍ତି ଯେତେ ବି ଶକ୍ତିଶାଳୀ ହୁଅନ୍ତୁ ଛଡାଯିବ ନାହିଁ, ସେମାନଙ୍କ ସ୍ଥାନ ଜେଲ୍ରେ ସମାଜରେ ନୁହେଁ।
ଏଥିପାଇଁ କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସକୁ କ୍ଷମତା ଦିଆଯାଇଛି। ମହିଳା ସୁରକ୍ଷାରେ ଅବହେଳା କଲେ ଆଇନ ଅନୁସାାରେ ପଦକ୍ଷେପ ନିଆଯିବ।