ମାଆ ସମଲେଇ ମନ୍ଦିରରେ ବ୍ୟବହାର ହେବ ଓମ୍‌ଫେଡ୍‌ ଘିଅ

ଓମ୍‌ଫେଡ୍‌ ଘିଅ ବ୍ୟବହାର ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ମନ୍ଦିରର ପବିତ୍ରତା ଓ ସେବାୟତଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଗର୍ଭଗୃହରେ ଅଖଣ୍ଡ ଦୀପ ଓ ମହାଆଳତୀ ପାଇଁ ବ୍ୟବହାର ହେବ ଓମ୍‌ଫେଡ୍‌ ଘିଅ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes