ମାଟି ତଳୁ କଙ୍କାଳ କାଢ଼ି ପ୍ରମାଣ ଦେବା କିଭଳି ମହିଳା ସଶକ୍ତିକରଣ ପ୍ରଶ୍ନ କଲେ ନବୀନ

ଡବଲ୍‌ ଇଞ୍ଜିନ ସରକାରରେ ବ୍ୟାଙ୍କ କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଛି, ଓଡ଼ିଶାରେ ମହିଳା ଅସୁରକ୍ଷିତ ବୋଲି କହିଥିଲା ଆମେରିକା। ବିଜୁ ବାବୁ ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ମହିଳାଙ୍କୁ ୩୩% ସଂରକ୍ଷଣ ଦେଇଥିଲେ।୨୦୦୦ ମସିହାରେ ମୋ ସରକାର ୫୦% ସଂରକ୍ଷଣ ଦେଇଥିଲା, ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଏବଂ ସମସ୍ତ ସଂସାଦଙ୍କୁ ଚିଠି ଲେଖିଛି। ସୀମା ନିର୍ଦ୍ଧାରଣ ବିଲ୍‌ ରାଜ୍ୟର ରାଜନୈତିକ ଅଧିକାରୀ କମେଇବ, ମୁଁ ଥିବା ଯାଏଁ ଓଡ଼ିଶାବାସୀ ହକ୍‌ରୁ ବଞ୍ଚିତ ହେବେ ନାହିଁ କହିଛନ୍ତି ନବୀନ ପଟ୍ଟନାୟକ।

ମହିଳାଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିଜେପି ବିଧାୟକ କହିଛନ୍ତି ନବୀନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes