ଚଳିତ ବର୍ଷ ପାସ୍ ହାର ୯୫.୩୩ ପ୍ରତିଶତ ଥିବାବେଳେ ୫ ଲକ୍ଷ ୧୯ ହଜାର ୨୫୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। A1ରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ A2ରେ ୧୫,୬୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। B1ରେ ୪୩,୫୬୫ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ B2ରେ ୮୬,୧୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।
ସେହିଭଳି Cରେ ୧,୨୯,୮୧୩ ପରୀକ୍ଷାର୍ଥୀ, Dରେ ୧,୪୬,୧୫୨ ପରୀକ୍ଷାର୍ଥୀ ଏବଂ Eରେ ୯୫,୪୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।