ମାଲବାହୀ ଟ୍ରେନର ୬ଟି ବଗି ଲାଇନଚ୍ୟୁତ

ମାଲବାହୀ ଟ୍ରେନଟି କିରଣ୍ଡୁଲରୁ ବିଶାଖାପାଟଣା ଯାଉଥିବା ବେଳେ କୋରାପୁଟ ଷ୍ଟେସନର ୬କିମି ଦୂର ସୁକୁ ନିକଟରେ ଲାଇନଚ୍ୟୁତ ହୋଇଛି।

ଫଳରେ ଉଭୟ ପଟୁ ବିଶାଖାପାଟଣା- ଜଗଦଲପୁର ଟ୍ରେନ୍ ବାତିଲ କରିଛି ରେଳବାଇ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version