ମାଲବାହୀ ଟ୍ରେନ୍‌ର ୧୧ଟି ବଗି ଲାଇନଚ୍ୟୁତ

ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଉପରମାର୍କେଟ୍‌ ଅଞ୍ଚଳ ନିକଟରେ ଲାଇନଚ୍ୟୁତ ହୋଇଛି। ଚୂନଭଟାରୁ ବୀରମିତ୍ରପୁର ରେଳ ଷ୍ଟେସନକୁ ଗଲା ବେଳେ ଅଘଟଣା ଘଟିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes