ସୋନପୁର ଜିଲ୍ଲା ବୀରମହାରାଜପୁର ବାଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମ ଅବସରରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ସମସ୍ତ ଛାତ୍ର ଓ ଶିକ୍ଷକ ଶିକ୍ଷୟିତ୍ରୀ ସାମିଲ ହୋଇ ବିଦ୍ୟାଳୟ ପରିସରରେ ଏବଂ ଖେଳପଡିଆ ଠାରେ ବହୁ ମୂଲ୍ୟବାନ ବୃକ୍ଷ ରୋପଣ କରିଥିଲେ।