ମିଶନ ଶକ୍ତି ମହିଳାଙ୍କ ଡ୍ରେସ୍ କୋଡ୍ ବଦଳିବ ଏବଂ ସ୍ମାର୍ଟ ଫୋନ୍ ମିଳିବ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ୍ କୋଡ୍, ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ୍ ମିଳିବ କହିଛନ୍ତି ମନ୍ତ୍ରୀ।
Credible Local News of Odisha