ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସିବିଏସଇ ଟପ୍ପର ଟିନା ଓ ଆଲିଶା

ସିବିଏସଇ ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଓ ଆଲିଶା ବିଶ୍ୱାଳ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି।

ଉଲ୍ଲେଖନୀୟ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ଅଭିନନ୍ଦନ ଜଣାଇ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes