୩ଟି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଆଲୋଚନା କଲେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ। ରାଉରକେଲା ବିମାନବନ୍ଦର ଓ ଷ୍ଟିଲ୍ ପ୍ଲାଣ୍ଟ ସଂପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି।
୨୧ରେ ରଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତି ସମ୍ପର୍କରେ ମଧ୍ୟ ଆଲୋଚନା କରିଥିବା କହିଛନ୍ତି ଜୁଏଲ।