ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ କରାଯାଇଛି।

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes