‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗଞ୍ଜାମ ତାରାତାରିଣୀ ପୀଠରୁ ଶୁଭାରମ୍ଭ କରିଛନ୍ତି। ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ପ୍ରତ୍ୟେକ ବିବାହ ପାଇଁ ସରକାର ବ୍ୟୟ କରିବେ ୬୦ ହଜାର ଟଙ୍କା।
Credible Local News of Odisha