ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମୀକ୍ଷା ବୈଠକ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ଅଧ୍ୟକ୍ଷତାରେ ସମସ୍ତ ଇଆରଓ ତଥା ଉପଜିଲ୍ଲାପାଳ ମାନଙ୍କୁ ନେଇ ଆଜି ଭୁବନେଶ୍ୱରର ମଧୁସୂଦନ ଏକାଡେମୀ ଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version