ମୁର୍ଷଣ୍ଢୀରେ ଉତ୍କଳ ଦିବସ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ୫-ଟି ଅନ୍ତର୍ଭୁକ୍ତ ରଘୁନାଥ ଉଚ୍ଚ ବିଦ୍ୟାଳୟ ଠାରେ ପବିତ୍ର ଉତ୍କଳ ଦିବସ ପାଳିତ ହୋଇଯାଇଛି।

ଏଥିରେ ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes