ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା

ଧଉଳି ଗଣନାଟ୍ୟ ଯାତ୍ରା ପାର୍ଟି ଟ୍ରକ ଓଲଟି ୬ ଜଣଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଗୁରୁତରଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes