ମେଣ୍ଟ ନେଇ କୌଣସି ଆଲୋଚନା ହୋଇନି: ନବୀନ

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଭେଟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି, ଆଜିର ବୈଠକରେ ମେଣ୍ଟ ଆଲୋଚନା ହୋଇନି।

ଆମେ ଉଭୟ ପୁରୁଣା ବନ୍ଧୁ, ବାଜପେୟୀଙ୍କ ସରକାରରେ ଆମେ ଉଭୟ ମନ୍ତ୍ରୀ ଥିଲୁ କହିଛନ୍ତି ନବୀନ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version