ମେଣ୍ଟ ନେଇ କୌଣସି ଚର୍ଚ୍ଚା ହୋଇନି: ତୋମାର

ମେଣ୍ଟ ନେଇ ଏପର୍ଯ୍ୟନ୍ତ କୌଣସି ଚର୍ଚ୍ଚା ହୋଇନି କହିଛନ୍ତି ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ୍‌ ସିଂ ତୋମାର।

ଆମେ ରାଜ୍ୟର ସବୁ ସିଟ୍‌ରେ ଲଢ଼ିବାକୁ ପ୍ରସ୍ତୁତି ଜାରି ରଖିଛୁ, ବିଧାନସଭାରେ ୮୦ରୁ ଅଧିକ ସିଟ୍‌ ପାଇ ସରକାର ଗଢ଼ିବୁ, ଲୋକସଭାରେ ୧୬ରୁ ଅଧିକ ସିଟ୍‌ରେ ବିଜୟୀ ହେବୁ କହିଛନ୍ତି ତୋମାର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes