ମେଦିନୀପୁରରେ ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ମେଦିନୀପୁର ଠାରେ ଦେପୂର ମଣ୍ଡଳ ବିଜେପି ତରଫରୁ ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ ହୋଇଯାଇଛି ।

ଏଥିରେ ବିଜେପି କାର୍ଯ୍ୟକର୍ତ୍ତା ଯୋଗଦେଇ ତାଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version