ମେଲ୍ ସୋର୍ସ ମିଳିଲେ କାର୍ଯ୍ୟାନୁଷ୍ଠାନ: ଏଜି

ବିଭିନ୍ନ କୋର୍ଟକୁ ବୋମା ଧମକକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ କହିଛନ୍ତି, ଆତଙ୍କିତ ହୁଅନ୍ତୁ ନାହିଁ, କେବଳ ଭୟ ସୃଷ୍ଟି ପାଇଁ ଏଭଳି ଧମକ ଦିଆଯାଇଛି। ବିଭିନ୍ନ ସମୟରେ ଆତଙ୍କୀ ଭୟ ସୃଷ୍ଟି ପାଇଁ ଏଭଳି କରନ୍ତି।ଏହାର ଅର୍ଥ ନୁହେଁ ଯେ, ସରକାର ଏହାକୁ ହାଲୁକାରେ ନେଇଛନ୍ତି। ସରକାର ଘଟଣାକୁ ଗୁରୁତ୍ବର ସହ ନେଇଛନ୍ତି, ଯାଞ୍ଚ ଚାଲିଛି। ମୁଖ୍ୟମନ୍ତ୍ରୀ ନିଜେ ମନିଟରିଂ କରୁଛନ୍ତି, କୋର୍ଟ ସୁରକ୍ଷାକୁ ନେଇ ସାଲିସ୍ କରାଯିବନି।କେଉଁଠୁ ମେଲ୍ ଆସୁଛି ସୋର୍ସ ଖୋଜା ଚାଲିଛି, ସୋର୍ସ ମିଳିଲେ କାର୍ଯ୍ୟାନୁଷ୍ଠାନ ହେବ କହିଛନ୍ତି ଏଜି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes