ଲଘୁଚାପ ନେଇ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମର ଆକଳନ ୧୧ରୁ ୧୫ ତାରିଖ ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରେ ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେବାର ସମ୍ଭାବନା ଅଛି। ଅଧିକ ଘନୀଭୂତ ହୋଇ ସାଇକ୍ଲୋନ ଜେନିସିସର ରୂପ ନେବାର ଆଶଙ୍କା କରାଯାଇଛି।
ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ମିଳିନାହିଁ।