ମେ ମାସ ୨୩ ତାରିଖରେ ଉପଖଣ୍ଡ ସ୍ତରୀୟ ଜନଶୁଣାଣୀ

ମୟୁରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡ ଉଦଳା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଚଳିତ ମେ ମାସ ୨୩ତାରିଖରେ ଏକ ଉପଖଣ୍ଡ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବାକୁ ଯାଉଛି ।

ସକାଳ ୮ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଭିଯୋଗ କାରୀମାନେ ନିଜେ ନଜର ଅଭିଯୋଗ ପଞ୍ଜିକରଣ କରାଇବାକୁ ଉପଜିଲ୍ଲାପାଳ ଭଗବାନ ବେହେରା ସୂଚନା ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes