ମେ’ ୧୫ ଭିତରେ ପ୍ରକାଶ ପାଇବ +୨ରେଜଲ୍ଟ

CHSE ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ ଏହି ସୂଚନା ଦେଇଛନ୍ତି।

ଚଳିତ ବର୍ଷ ଗୋଟିଏ ଦିନରେ ସବୁ ରେଜଲ୍ଟ ପ୍ରକାଶ ହେବ। ଏକା ଦିନରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ପ୍ରକାଶ ପାଇବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes