ଆସନ୍ତାକାଲି ମୋଦିଙ୍କ ଜନ୍ମଦିନରେ ‘ସୁସ୍ଥ ନାରୀ ସଶକ୍ତ ପରିବାର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ନେଇ ସୂଚନା ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।
ଏହି କାର୍ଯ୍ୟକ୍ରମ ଜରିଆରେ ଡିଜିଟାଲ୍ ଡାଟାବେସ୍ ତିଆରି ହେବ।ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିବ ଏହି ଅଭିଯାନ। ୨୯ ହଜାର ସ୍କ୍ରିନିଙ୍ଗ ଓ ୩ ହଜାରରୁ ଊର୍ଦ୍ଧ୍ବ ସ୍ବାସ୍ଥ୍ୟ କ୍ୟାମ୍ପ୍ ହେବ କହିଛନ୍ତି ମୁକେଶ ମହାଲିଙ୍ଗ।