ମୋଦୀଙ୍କ ଜନ୍ମଦିନ ଅବସରରେ ରକ୍ତଦାନ ଶିବିର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଅବସରରେ ପାଳନ ହେଉଥିବା ସେବା ପକ୍ଷ ପରିପେକ୍ଷୀରେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟର ସଭାଗୃହ ଠାରେ ବିଜେପି ତରଫରୁ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୬୭ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା । ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂହଦେଓ ଶିବିରକୁ ଉଦଘାଟନ କରିଥିଲେ । ଜିଲ୍ଲା ସଭାପତି ବେଣୁଧର ଦାଶ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଉଷା କୁମାରୀ, ସାଂସଦ ପ୍ରତିନିଧି ନଳିନୀ ପଣ୍ଡା, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ସତ୍ୟ ମିଶ୍ର, ମଣ୍ଡଳ ସଭାପତି ସୁମନ୍ତ ଜଗଦଲା ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes