ମୋ’ କଲେଜ ଅଭିଯାନ କମିଟି ଗଠିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ମୋ’ କଲେଜ ଅଭିଯାନ କମିଟି ଗଠନ କରାଯାଇଛି ।

କଲେଜର ଅଧ୍ୟକ୍ଷ ଅକ୍ଷୟ କୁମାର ପାତ୍ର ଏଥିରେ ଅଧ୍ୟକ୍ଷତା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version