ମୟୂରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ଗିରଫ

୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂଙ୍କୁ ଗିରଫ କଲା ଅର୍ଥନୈତିକ ଅପରାଧ ଶାଖା।

ବେଲପାହାଡ଼ NAC କାର୍ଯ୍ୟନିର୍ବାହୀ ଅଧିକାରୀ ଥିଲା ବେଳେ ହେରଫେର୍‌ କରିଥିବା ଅଭିଯୋଗ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes