ମୟୂରଭଞ୍ଜ ଜିଲ୍ଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସ୍ୱତନ୍ତ୍ର ହେଲିକପ୍ଟରରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଲେ ରାଷ୍ଟ୍ରପତି। ହେଲିପ୍ୟାଡରେ ଓହ୍ଲାଇବା ପରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।

ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁ ପ୍ରଥମ ମୟୂରଭଞ୍ଜ ଗସ୍ତ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version