ଯାଞ୍ଚ ହେବ ଚାଷୀଙ୍କ e-KYC: ମନ୍ତ୍ରୀ

ଚାଷୀଙ୍କ e-KYC ଯାଞ୍ଚ ହେବ ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଖରିଫ ଧାନ ବିକିବାକୁ ପଞ୍ଜୀକରଣ ବେଳେ ଚାଷୀ ଫିଙ୍ଗର ପ୍ରିଣ୍ଟ ସହ ଆଖି ସ୍କାନ କରାଇବେ।

e-KYC ହେଲେ ନକଲି ଚାଷୀ ଚିହ୍ନଟ ହୋଇ ପାରିବେ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes