ଯାଲୋଏରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ଯାଲୋଏ ଜଗନ୍ନାଥ ମନ୍ଦିର ଠାରେ ଆଜି ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ଅନେକ ଭକ୍ତଙ୍କ ସମାଗମ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version