ଯାଲୋଏ ଠାରେ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ଯାଲୋଏ ଠାରେ ଆମ୍ବେଦକର ସେବା ସଙ୍ଘ ପକ୍ଷରୁ ବାବାସାହେବ ଭାରତରତ୍ନ ଡ. ଭୀମ ରାଓ ଆମ୍ବେଦକରଙ୍କର ଏକ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି ।

ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଏହାକୁ ଉଦଘାଟନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes